ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଜନକରାମ ପଟେଲଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ମେଳାରେ ବିଦ୍ୟାଳୟର ଉପସଭାପତି ଦ୍ଵିତୀକୃଷ୍ଣ ପଣ୍ଡା ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଆକାଶ ବିଶ୍ବାଳ, ବିଭୁଦତ୍ତ କ୍ଷେତି ଓ ବର୍ଷା ରଥ ଏଥିରେ ବିଚାରକ ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes