କୋରାପୁଟ ଜିଲ୍ଲା କୁନ୍ଦ୍ରା ବ୍ଲକ ଦିଗାପୁର ସରକାରୀ ଆବାସିକ ସ୍କୁଲ ପରିସରରେ ଏହି ଅଘଟଣ ଘଟିଛି।
ଛାତ୍ରୀ ଜଣକ ସ୍କୁଲ ପରିସରରେ ବିଦ୍ୟୁତ ଖୁଣ୍ଟକୁ ଛୁଇଁ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।
Credible Local News of Odisha