ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମାରକେଲି ଗାଁରେ ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ ଗ୍ରାମର ନୀରୁ ସୁରୁଜାଲ ନାମକ ମହିଳା କୁଲର ଲଗାଇବା ସମୟରେ ବିଦ୍ୟୁତ୍ ଆଘାତ ପାଇଥିଲେ । ପରିବାର ଲୋକେ ତାଙ୍କୁ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes