ବିଦ୍ୟୁତ କାର୍ଯ୍ୟାଳୟ ଠାରେ ବିଶ୍ଵକର୍ମା ପୂଜା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବିଦ୍ୟୁତ କାର୍ଯ୍ୟାଳୟ ଠାରେ ଆଜି ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅତିଥି ଭାବେ ଯୋଗଦେଇ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes