ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

ବୌଦ୍ଧ ଜିଲ୍ଲା ବନ୍ଧାପଥର ଗ୍ରାମରେ ଆଜି ଘର ସଫା କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର ଆହତ ହୋଇଥିଲେ।

ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ମୁଖ୍ୟ ଡାକ୍ତରଖାନାକୁ ନେଇ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକଙ୍କ ଜଣକ ହେଲେ ତିଲେଶ୍ଵର ପଞ୍ଚାୟତ ଅନ୍ତର୍ଗତ ଖଜରିଆ ଗ୍ରାମର ଲାଣ୍ଡୁ ନାଏକ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version