ବିଧାନସଭା ଜଗିବେ ୩୦ପ୍ଲାଟୁନ୍ ଫୋର୍ସ

ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା, ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। STU, ଡଗ୍‌ ସ୍କ୍ୱାଡ୍‌, ବମ୍‌ ସ୍କ୍ୱାଡ୍‌ ସହ ଅଗ୍ନିଶମ ବିଭାଗକୁ ମଧ୍ୟ ଦାୟିତ୍ୱ ଦିଆଯାଇଛି।ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି କରାଯିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes