ବିଧାନସଭା ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

ଆଜି ଓଡିଶା ବିଧାନସଭା ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ ପଣ୍ଡିତ ନୀଳକଣ୍ଠ ଦାଶଙ୍କ 138 ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version