ବିଧାନସଭା ସ୍ୱତନ୍ତ୍ର ଅଧିବେଶନରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମହିଳାଙ୍କୁ ଉଚିତ ନ୍ୟାୟ ଦେବାରେ ଅବହେଳା କରାଯାଇଛି, ଆଲୋଚନାକୁ ଆଗେଇ ଆସିବା ବଦଳରେ ନକାରାତ୍ମକ ମନ୍ତବ୍ୟ ଦେଉଛନ୍ତି। କଂଗ୍ରେସ ନିଜ ସରକାର ସମୟରେ ମହିଳାଙ୍କ ବିଲ୍‌କୁ ପାସ କରି ନଥିଲା, ବିଜେଡି ବି ପଞ୍ଚାୟତସ୍ତରରେ ମହିଳାଙ୍କ ସଂରକ୍ଷଣ କଥା କହି ବାଃ ବାଃ ନେଉଛି। ବିଧାୟକ କିମ୍ବା ସାଂସଦ କଥା ଆସିଲା ବେଳେ ପଛଘୁଞ୍ଚା କାହିଁକି କହିଛନ୍ତି ମୁଖ୍ୟମନ୍ତ୍ରୀ।

ରାଷ୍ଟ୍ରପତି, କେନ୍ଦ୍ର ଅର୍ଥମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଉଦାହରଣ ଦେଲେ ଶ୍ରୀ ମାଝୀ। ନାରୀ ଶକ୍ତି ବନ୍ଦନର ଆବଶ୍ୟକତା ଅଛି, ବିରୋଧୀ ଏଥିରେ ବ୍ରେକ ଲଗାଇଛନ୍ତି ଏହାର ଉଚିତ ଜବାବ ଦେବେ ମହିଳା କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes