ବିଧାୟକଙ୍କ ଦ୍ଵାରା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ଵାରା ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version