ବିଧାୟକଙ୍କ ଦ୍ୱାରା ଭିନ୍ନକ୍ଷମଙ୍କୁ ସହାୟତା ଉପକରଣ ବଣ୍ଟନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୫୭ ଜଣ ଭିନ୍ନକ୍ଷମଙ୍କୁ ସହାୟତା ଉପକରଣ ବଣ୍ଟନ କରାଯାଇଥିଲା ।

ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହା ବଣ୍ଟନ କରିଥିଲେ । ଏହି ଅବସରରେ ସମୁଦାୟ ୧୦୭ ଜଣ ନୂତନ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ମଧ୍ୟ ପ୍ରଦାନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version