ବିନିକାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ବିନିକା ରାଜୀବ ଗାନ୍ଧୀ ସେବା ଭବନ ଠାରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ।

ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ୱରେଶ ପଣ୍ଡାଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗଦେଇ ବିଭିନ୍ନ ଲୋକଙ୍କ ବ୍ୟକ୍ତିଗତ,ସାମୁହିକ ସମସ୍ୟା ଉପରେ ଅବଗତ ହୋଇ ସମାଧାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes