ବିନିକାରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଓ ରାଜ୍ୟ ସରକାରଙ୍କ ମିଳିତ ଅନୁଦାନରୁ ନିର୍ମିତ ନୂତନ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଜି ମାନ୍ୟବର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଓ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଉଦ୍ଘାଟନ କରିଛନ୍ତି ।
ଏହି ଅବସରରେ ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ପଦାଧିକାରୀ ଉପସ୍ଥିତ ଥିଲେ ।