ବିପ୍ଲବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ପାଳିତ

ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଳକ ଅଧିନ ପୁରୁଣାପାଣି ଗ୍ରାମ ଠାରେ ସଂଗ୍ରାମୀ ଧରଣୀଧର ଭୂୟାଁ ସ୍ମୃତି କମିଟୀ ପକ୍ଷରୁ  ବିପ୍ଲବୀ ଧରଣୀଧର ଭୂୟାଁଙ୍କ ୧୫୮ ତମ ଜୟନ୍ତୀ ଆଜି ପାଳିତ ହୋଇଯାଇଛି ।

 ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ , ବ୍ଳକ ଅଧ୍ୟକ୍ଷ ସୁଧନ୍ୟା ନାଏକ ପ୍ରମୁଖ ଯୋଗ ଦେଇ ସ୍ୱାଧିନତା ସଂଗ୍ରାମୀ ଧରଣୀଧର ଭୂୟାଁଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes