ବିବାହିତ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

କେନ୍ଦୁଝର ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମରେ ଜଣେ ୨୫ ବର୍ଷୀୟ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜାଗର ନାଏକ ।

ସୂଚନା ଯେ ଜାଗର ବୁଧବାର ରାତି୯ ଟାରେ ଖାଇ ସାରି ଘରେ ଶୋଇଥିବା ସମୟରେ ଅସୁସ୍ଥ ଅନୁଭବ କରିଥିଲେ l ତାଙ୍କୁ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜାଗରଙ୍କ ମୁହଁ ରୁ ଫେଣ ବାହାରୁଥିବା ଦେଖି ବାକୁ ମିଳିଛି। ମୃତ୍ୟୁ ର କାରଣ ଜଣା ପଡ଼ିନି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes