ବିବାହ କରିବେ ସମ୍ବଲପୁର-ବଲାଙ୍ଗିର ଜିଲ୍ଲାପାଳ

ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଗତକାଲି ନିର୍ବନ୍ଧ ସମ୍ପନ୍ନ ହୋଇଛି।

ଗତକାଲି ଅନନ୍ୟାଙ୍କ ସମ୍ବଲପୁର ସ୍ଥିତ ବାସଭବନରେ ପାରମ୍ପରିକ ରୀତିନୀତିରେ ନିର୍ବନ୍ଧ କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes