ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିଲେ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ

ବରିଷ୍ଠ ପ୍ରଶାସକ ସଞ୍ଜୟ କୁମାର ସିଂ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ନେବା ପରେ ଆଜି ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes