ବିମାନ ବନ୍ଦରରୁ ୮ କୋଟି ଟଙ୍କାର ଗଞ୍ଜେଇ ଜବତ

ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍‌ରେ ଆସୁଥିବା ବେଳେ ଭୁବନେଶ୍ବର ବିମାନ ବନ୍ଦରରେ ଧରିଲା ଡିଆରଆଇ।

ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ। ଘଟଣାରେ ଅହମ୍ମଦାବାଦର ଜଣେ ଗିରଫ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes