ବିଲରୁ ଦନ୍ତା ହାତୀର ମୃତଦେହ ଠାବ

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜ ଗଛପତ୍ର ଗାଁ ନିକଟ ବିଲରୁ ଦନ୍ତା ହାତୀର ମୃତ୍ୟୁ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ବନବିଭାଗ ଟିମ୍ ପହଞ୍ଚି ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version