ବିଶିଷ୍ଟ ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

କଟକର ଏକ ଘରୋଇ ହସ୍ପିଟାଲରେ ୭୬ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଦୀର୍ଘଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ।

ଶତାଧିକ ଓଡ଼ିଆ ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ। ସେଥିମଧ୍ୟରୁ ‘ସହର ଜଳୁଛି’, ‘ଲାଲ୍ ପାନ ବିବି’, ‘ପୁଅ ମୋର ଭୋଳା ଶଙ୍କର’, ‘ଆଇ ଲଭ୍ ୟୁ’, ‘ଶାଶୁ ଘର ଚାଲିଯିବି’, ‘ଉଦଣ୍ଡୀ ସୀତା’ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes