ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱରରେ ୯୫ ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି । ସେ ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ।

ଏହା ସହ ଦୈନିକ ଖବରକାଗଜ ‘ସମୟ’ର ମଧ୍ୟ ସଂପାଦକ ଥିଲେ ସାତକଡ଼ି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes