ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନାଙ୍କୁ ଅଭିଯୋଗ ଆଧାରରେ ଗିରଫ କରିଛି କଲା ମହିଳା ଥାନା ପୁଲିସ।
ପ୍ରଫେସର ଜଣକ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ। ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ।