ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଲିଖିତ ଉତ୍ତର ରଖିଛନ୍ତି। ରାଜ୍ୟର ୧୭ଟି ବିଶ୍ଵବିଦ୍ୟାଳୟରେ ୧୯ ଛାତ୍ରୀ ଶାରୀରିକ, ମାନସିକ ଓ ଯୌନ ନିର୍ଯାତନାର ଶିକାର ହୋଇଛନ୍ତି।
୬ ଜଣଙ୍କୁ ଯୌନ ନିର୍ଯାତନା ଓ ୯ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଦିଆଯାଇଛି। ୨ ଛାତ୍ରୀଙ୍କୁ ଅଭଦ୍ରୋଚିତ ବ୍ୟବହାର କରାଯାଇଥିବା ମନ୍ତ୍ରୀ କହିଛନ୍ତି।