କୁଳପତି ନିଯୁକ୍ତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ।ବିଶ୍ୱବିଦ୍ୟାଳୟ ସଂରକ୍ଷଣ ସଂଶୋଧନ ଆଇନ ଆସିବା ପରେ ବାଟ ଫିଟିଛି।ଅଣଶିକ୍ଷକ ପଦବୀ ପୂରଣ ପାଇଁ ମଧ୍ୟ ଏସଏସବିକୁ ନିର୍ଦ୍ଦେଶ ଦିଆଯାଇଛି।ଜୁଲାଇ ପୂର୍ବରୁ ୩୮୫ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପୂରଣ ପାଇଁ OPSCକୁ ଦାୟିତ୍ବ ଦିଆଯାଇଛି।