ବିଷାକ୍ତ ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

କଳାହାଣ୍ଡି ଜିଲ୍ଲା ସଦର ତିକ୍ରାପଡ଼ାର ଜଣେ ମହିଳା ଆଜି ଛେଳି ଚରେଇବାକୁ ଯାଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡାର ଶିକାର ହୋଇଥିଲେ ।

ପରିବାର ଲୋକେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।ଡାକ୍ତର ଦେଖିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes