ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବି.ଏଲ୍. ସନ୍ତୋଷଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଓ ସାଙ୍ଗଠନିକ ସୁଦୃଢ଼ୀକରଣ ନେଇ ଆଲୋଚନା କରିଥିବା ସୂଚନା ମିଳିଛି।
Credible Local News of Odisha