ବୀନିତ ଭରଦ୍ୱାଜ ହେଲେ କଟକ ଜିଲ୍ଲାପାଳ

ଆଇଏଏସ ବୀନିତ ଭରଦ୍ୱାଜଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।

ଏହା ପୂର୍ବରୁ ସେ ମୟୂରଭଂଜ ଜିଲ୍ଲାପାଳ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes