ବୀରମହାରାଜପୁରରେ ଜାତୀୟ ପ୍ରେସ୍ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସାମ୍ବାଦିକ ସଂଘ ସଭାଗୃହ ଠାରେ ଆଜି ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି।

ସଂଘ ସଭାପତି ଶମ୍ଭୁନାଥ ଖଣ୍ଡଗିରିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲା ସୁଲିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସମସ୍ତ ସାମ୍ବାଦିକ ଉପସ୍ଥିତ ରହି ମତବ୍ୟକ୍ତ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes