ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଜଗନ୍ନାଥ ମନ୍ଦିର ପରିସରେ ଥିବା ସ୍ନାନ ମଣ୍ଡପ ଠାରେ ଆଜି ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରାଙ୍କୁ ୧୦୮ ଗୋରା ସୁବାସିତ ଜଳରେ ସ୍ନାନ କରାଯାଇଥିଲା।
ଏଥିରେ ପୂଜକ ମନୋରଞ୍ଜନ ଦାସ ପୂଜା କାର୍ଯ୍ୟ ତୁଲାଉଥିବା ବେଳେ ସମସ୍ତ ସେବାୟତ ମାନେ ସାମିଲ ଥିଲେ।
Credible Local News of Odisha