ବୀରମହାରାଜପୁରରେ ବିଜେଡିର ସାଙ୍ଗଠନିକ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ମୈତ୍ରୀସଦନ ଠାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଯୁବ ବିଜେଡି ସଭାପତି ନାରାୟଣ ଲୁହାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ବିଜେଡି ସମ୍ପାଦକ ସ୍ବୟମ୍ଭୁନାଥ ଖଣ୍ଡଗିରୀ ସଭାପତିତ୍ବ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version