ବୀରମହାରାଜପୁରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେଉଛି।

ଏଥିରେ ଜିଲ୍ଲା ବିଭିନ୍ନ ଅଧିକାରୀ ଉପସ୍ଥିତ ରହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes