ସୋନପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିର ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମ ଦିନ ଅବସରରେ ଜିଲ୍ଲା ବିଜେପି ପରିବାର ପକ୍ଷରୁ ଆଜି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ।
Credible Local News of Odisha