ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ମଟର ଗାଡିଚାଳକ ସଂଘ କାର୍ଯ୍ୟାଳୟ ଠାରେ ଆଜି ରୀତିନୀତି ଅନୁସାରେ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂଜକ ସୁଶାନ୍ତ କୁମାର ପୁରୋହିତ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ କୃଷ୍ଣ ଚନ୍ଦ୍ର ପଣ୍ଡା କର୍ତ୍ତା ଦାଇତ୍ୱ ନିର୍ବାହ କରିଥିଲେ। ଆସନ୍ତା କାଲି ସକାଳ ଠାରୁ ଏକ ଦିବସୀୟ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହେବ।