ବୀରମହାରାଜପୁର ପଞ୍ଚାୟତ ସମିତିର ପ୍ରଥମ ସାଧାରଣ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରମୁଖ ଯୋଗ ଦେଇଥିବା ବେଳେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes