ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଘଟିଥିବା ହିଂସା ଘଟଣା ପ୍ରତିବାଦରେ ବୁଧବାର ସ୍ଥାନୀୟ ବଜରଙ୍ଗ ଦଳ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି । ବନ୍ଦ ପାଳନ ଫଳରେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା ।

Credible Local News of Odisha