ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ବିଷୁବ ମିଳନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ବିଷୁବ ମିଳନ ଅନୁଷ୍ଠିତ ହୋଇଯାଇଛି ।

ସଂଗଠନର ସଭାପତି ପ୍ରଫୁଲ୍ଲ ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes