ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନରେ ସ୍ଵାଧୀନତା ଦିବସ ପାଳନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବରିଷ୍ଠ ନାଗରିକ ସଂଗଠନ ଠାରେ ସ୍ଵାଧୀନତା ଦିବସ ପାଳନ ଅବସରରେ ପୂର୍ବତନ ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ ରଥ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes