ବୀରମହାରାଜପୁର ବସଷ୍ଟାଣ୍ଡ ଉଦଘାଟିତ

ସୋନପୁର ଜିଲ୍ଲା ବୀରମହାରାଜପୁର ଠାରେ ୫- ଟି ଅଧିନରେ ନୂତନ ଭାବେ ନିର୍ମାଣ ହୋଇଥିବା ବସଷ୍ଟାଣ୍ଡକୁ ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି।

ଏଥିରେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରାଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes