ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ବ୍ୟାଡମିଣ୍ଟନ ପ୍ରତିଯୋଗିତା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ବ୍ୟାଡମିଣ୍ଟନ (ଡବଲସ୍ ) ଫାଇନାଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ପୁରାତନ ଛାତ୍ର ରାକେଶ ଅଗ୍ରୱାଲ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ମ୍ୟାଚକୁ କିଶୋର ଡାଙ୍ଗ ପରିଚାଳନା କରିଥିଲେ। ସୌମ୍ୟରଞ୍ଜନ ମଲ୍ଲିକ ଓ କାଳୀଚରଣ ସିଂ ବିଜେତା ଭାବେ ପୁରସ୍କୃତ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes