ବୀରମହାରାଜପୁର ମହାବିଦ୍ୟାଳୟରେ ‘ନାକ’ କମିଟିର ପରିଦର୍ଶନ ପାଇଁ ପ୍ରସ୍ତୁତି ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ଜାତୀୟ ମୂଲ୍ୟାଙ୍କନ ଓ ସ୍ୱୀକୃତି ପରିଷଦ (ନାକ) କମିଟିର ପରିଦର୍ଶନ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version