ବୀରମହାରାଜପୁର ରେ ରକ୍ତଦାନ ଶିବିର ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଆଜି ଜିଲ୍ଲା ବିଜେପି ପରିବାର ପକ୍ଷରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes