ବୀରମହାରାଜପୁର ରେ ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ୫-ଟି ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version