ବୁଥ୍ ଆଗରେ ସ୍ୱାମୀର ଆକ୍ରମଣରେ ସ୍ତ୍ରୀ ମୃତ

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ମୁକ୍ତାଡିହି ବୁଥ୍ ଆଗରେ ହତ୍ୟାକାଣ୍ଡ ଘଟିଛି।

ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes