ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ଠାରୁ ବୁରୋଘାଟକୁ ସଂଯୋଗ କରୁଥିବା ରାସ୍ତା ଖାଲରେ ଭର୍ତ୍ତି ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି।
ଏନେଇ ବିଭାଗୀୟ ଅଧିକାରୀଙ୍କୁ ଯୋଗାଯୋଗ କରାଯିବାରୁ ଖୁବ ଶୀଘ୍ର ମରାମତି କରାଯିବ ବୋଲି କହିଥିଲେ। ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି କରିଛନ୍ତି।