ବେଆଇନ ମଦ କାରବାରକୁ ବିରୋଧ କରି ଉପଜିଲ୍ଲାପାଳଙ୍କୁ ଦାବିପତ୍ର

କୁଚିଣ୍ଡା ବ୍ଲକ କୁଟୁରାଚୁଆଁ କିରାଶାସନ ଗ୍ରାମରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ବେଆଇନ ମଦ କାରବାର ବନ୍ଦ କରିବାକୁ ନେଇ କୁଚିଣ୍ଡା ଉପଜିଲ୍ଲାପାଳଙ୍କୁ ଆଜି ଦାବିପତ୍ର ପ୍ରଦାନ କରିଛନ୍ତି।

ବେଆଇନ ମଦ ବନ୍ଦ ନେଇ ଯଥାଶୀଘ୍ର ପଦକ୍ଷେପ ନେବା ସହିତ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି।ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ମହିଳା ମାନେ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେବାସହ ଯଥାଶୀଘ୍ର ପଦକ୍ଷେପ ନିଆ ଗଲେ ଆଗାମୀ ଦିନରେ ମହିଳା ମାନେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes