ବୋତଳମାରେ ଜନସଂପର୍କ ପଦଯାତ୍ରା

ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟୋବର ୨ ରୁ ନଭେମ୍ବର ୨ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା କରିବାପାଇଁ ଆଜି ୨୪ନମ୍ୱର ଜୋନ ବେଗୁନିଆ ବ୍ଲକ ଅନ୍ତର୍ଗତ ବୋତଳମା ଗ୍ରାମପଞ୍ଚାୟତର ଚାରି ଛକରୁ ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଯାଇଛି ।

ବିଧାୟକ ବେଗୁନିଆ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ପଦଯାତ୍ରା ଅନୁଷ୍ଠିତ ହୋଇଛି ଏବଂ ସଫଳ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes