ବୋରାପଦା ଆଇଟିଆଇରେ ୭୬ ତମ ସ୍ୱାଧୀନତା ଦିବସ ପାଳନ

ଢେଙ୍କାନାଳ ଜିଲ୍ଲା ସଦର ବ୍ଳକ ଅନ୍ତର୍ଗତ ବୋରାପଦା ସ୍ଥିତ ଆଇଟିଆଇରେ ଆଜି ୭୬ ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି ।

ଏହି ଉତ୍ସବରେ ଅନୁଷ୍ଠାନର ଅଧ୍ୟକ୍ଷ ପତାକା ଉତ୍ତୋଳନ କରିଥିଲା ବେଳେ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes