ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏଁ ସ୍କୁଲ୍, କଲେଜ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।
ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠି ଉଲ୍ଲେଖ ରହିଛି।
Credible Local News of Odisha