ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି।
ଏଥିରେ ୨୯ ଗୋଟି ଅଭିଯୋଗ ଶୁଣାଣୀ ହୋଇଥିଲା। ମାସର ପ୍ରତି ତୃତୀୟ ସପ୍ତାହରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚିତ କରାଯାଇଛି।
Credible Local News of Odisha