ବ୍ରଜରାଜନଗରବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ

ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଥିବା ବିଜେଡିର ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l

ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ବିଜୟ ଆମର ସେବା ସଙ୍କଳ୍ପକୁ ଆହୁରି ଦୃଢ କରିଛି ବୋଲି ନବୀନ ଶୁଭେଚ୍ଛା ବାର୍ତ୍ତା ରେ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version