ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ବ୍ରଜରାଜନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ସ୍ଥାନୀୟ ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି l ଆସନ୍ତା 11 ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯାଇପାରିବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes